ବ୍ରେକିଂ : କାଶିବାହାଲ ସଡକ ଦୁର୍ଘଟଣାରେ ବାଇକ ଚାଳକ ମୃତ, କ୍ଷତି ପୁରଣ ଦାବିରେ ରାସ୍ତାରୋକ ଜାରି

ଧର୍ମଗଡ/ଜୁନାଗଡ,୧୫/୧ : କିଛି ସମୟ ପୂର୍ବରୁ ଧର୍ମଗଡ଼ ସହରର କାଶିବାହାଲ ପାଖରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି । ଟ୍ରକ ଓ ବାଇକ ଧକ୍କା ହେବା ଫଳରେ ଘଟଣା ସ୍ଥଳରେ ହିଁ ବାଇକ ଚାଳକଙ୍କ ମୃତ୍ୟୁ ହୋଇଛି । ମୃତ ବ୍ୟକ୍ତି ଜଣକ କନ୍ତେର ଗାଁର ସୁଜିତ ସତନାମୀ (୨୨) ବୋଲି ଜଣାପଡିଛି । ଉତ୍ୟକ୍ତ ଲୋକେ ବର୍ତ୍ତମାନ କ୍ଷତିପୁରଣ ଦାବିରେ ରାସ୍ତାରୋକ କରିଛନ୍ତି ।

ଧର୍ମଗଡ ଉପଖଣ୍ଡ ପ୍ରତିନିଧି ଲବଣୀ ରାଉତଙ୍କ ସହ ଜୁନାଗଡ ପ୍ରତିନିଧି ରାକେଶ ବେମାଲଙ୍କ ରିପୋର୍ଟ odiabarta.in

୨୪x୭ ଖବର ଓ ବିଚାର ସୂଚନା ପାଇବା ପାଇଁ ଏଠି ଛୁଅଁଁନ୍ତୁ

http://bit.ly/OBgroup3

ଆମ ଫେସବୁକ୍ ପେଜ୍ ଲାଇକ୍ କରନ୍ତୁ

https://facebook.com/odiabarta

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.