ଚାଷଜମିରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

କୋକସରା,୨/୩ : କୋକସରା ବ୍ଲକ ଆମପାଣି ଥାନା ଅନ୍ତର୍ଗତ ମହିମା ଗ୍ରାମରେ ଏକ ଯୁବକର ଝୁଲନ୍ତା ମୃତଦେହ ଚାଷ ଜମିରେ ଥିବା ଏକ ଗଛରୁ ଠାବ ହୋଇଛି । ମୃତ ଯୁବକ ଜଣକ ହେଉଛନ୍ତି ସେହି ଗ୍ରାମର ଉଦେ ମାଝୀ । ତେବେ ସେ କାହିଁକି ଆତ୍ମହତ୍ୟା କରିଛନ୍ତି ନା ଅନ୍ୟ କୌଣସି କାରଣ ଅଛି ତାହା ସ୍ପଷ୍ଟ ହୋଇନାହିଁ । ଘଟଣା ସ୍ଥଳରେ ଆମପାଣି ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

କୋକସରା ପ୍ରତିନିଧି ହିରଣ୍ୟ ବେହେରାଙ୍କ ରିପୋର୍ଟ OdiaBarta.in

ଏଇଠିଛୁଇଁ ସବୁ ଖବର ଓ ବିଚାର ସୂଚନା ପାଆନ୍ତୁ ମାଗଣାରେ

http://bit.ly/OBgroup3

ଆମ ଫେସବୁକ୍ ପେଜ୍ ଲାଇକ୍ କରନ୍ତୁ

https://facebook.com/odiabarta

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.