ମଙ୍ଗଳବାର ସ୍କୁଲ ଛୁଟି

ଭୁବନେଶ୍ୱର,୭/୧: ଆସନ୍ତା କାଲି ସ୍କୁଲ ଛୁଟି। ଟ୍ରେଡ ୟୁନିୟନ୍‌ର ବନ୍ଦ ଡାକରା ଯୋଗୁଁ ରାଜ୍ୟର ସମସ୍ତ ସରକାରୀ ଓ ଘରୋଇ ସ୍କୁଲ, କଲେଜ ଓ ବିଶ୍ୱବିଦ୍ୟାଳୟ ବନ୍ଦ ରହିବ ବୋଲି ସୋମବାର ଗଣଶିକ୍ଷା ସଚିବ ପ୍ରଦୀପ୍ତ ମହାପାତ୍ର ସୂଚନା ଦେଇଛନ୍ତି। ପ୍ରସ୍ତାବିତ ବନ୍ଦ ପାଳନକୁ ଦୃଷ୍ଟିରେ ଶିକ୍ଷାନୁଷ୍ଠାନ ବନ୍ଦ ରଖିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି।

 

For latest news & updates, click on bell button and subscribe to notifications.

Like us on Facebook👇

http://facebook.com/odiabarta

Subscribe us on Youtube👇

http://tiny.cc/odiabarta

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in

Leave a Reply

Your email address will not be published.

error: You are not allowed to copy this content. Thank you.