ଅନିୟମିତତା ଅଭିଯୋଗ, ପ୍ରଧାନ ଶିକ୍ଷୟତ୍ରୀ ନିଲମ୍ବିତ

ନବରଙ୍ଗପୁର,୨୩/୧୧: ବି.ମାଳିଗୁଡା ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ ପଦ୍ମିନୀ ପଣ୍ଡାଙ୍କୁ ନିଲମ୍ବନ କରିଛନ୍ତି ନନ୍ଦାହାଣ୍ଡି ବିଇଓ। ନବରଙ୍ଗପୁର ଜିଲ୍ଲା ନନ୍ଦାହାଣ୍ଡି ବ୍ଲକ ଅନ୍ତର୍ଗତ ବି.ମାଳିଗୁଡା ୟୁଜି ହାଇସ୍କୁଲର ପ୍ରଧାନ ଶିକ୍ଷୟତ୍ରୀ ପଦ୍ମିନୀ ପଣ୍ଡା ବିଭିନ୍ନ ଅନିୟମିତତାରେ ସଂପୃକ୍ତ ଥିବାନେଇ ତାଙ୍କ ବିରୋଧରେ ଗ୍ରାମବାସୀ  ହେଲପ ଲାଇନ ଏବଂ ବିଇଓଙ୍କ କାର୍ଯ୍ୟାଳୟରେ ଅଭିଯୋଗ କରିଥିଲେ । ଏହି ଅଭିଯୋଗକୁ ଭିତ୍ତି କରି ବିଇଓଙ୍କ କାର୍ଯ୍ୟାଳୟ ପକ୍ଷରୁ ତଦନ୍ତ କରାଯାଇଥିଲା। ଉକ୍ତ ତଦନ୍ତ ରିପୋର୍ଟକୁ ଆଧାର କରି ନନ୍ଦାହାଣ୍ଡି ବିଇଓଙ୍କ କାର୍ଯ୍ୟାଳୟ ପକ୍ଷରୁ ପ୍ରଧାନ ଶିକ୍ଷୟତ୍ରୀଙ୍କୁ ନିଲମ୍ବନ କରାଯାଇଥିବା ସୂଚନା ଦିଆଯାଇଛି ।

For latest news & views update

Click on bell button and subscribe to notifications.

Like us on facebook

http://facebook.com/odiabarta

Subscribe us on youtube

http://youtube.com/channel/UCdoWrXFOsGOd7dzWwMFwFrQ

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in

Leave a Reply

Your email address will not be published.

error: You are not allowed to copy this content. Thank you.