ନର୍ଲା ଉପରପଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପୋଷାକ ବଣ୍ଟନ କାର୍ଯ୍ୟକ୍ରମ

କଳାହାଣ୍ଡି, (ନିରଞ୍ଜନ ଗଉଡ): ନର୍ଲା ଉପରପଡା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଆଜି ପ୍ରଥମରୁ ସପ୍ତମ ଶ୍ରେଣୀର ୧୨୭ଜଣ ଛାତ୍ର ଛାତ୍ରୀଙ୍କୁ ପୋଷାକ ଓ ଜୋତା ପ୍ରଦାନ କରାଯାଇଛି। ଏହି ପୋଷାକ ବଣ୍ଟନ କାର୍ଯ୍ୟକ୍ରମରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ନକୁଳ ସେନାପତି, ଶିକ୍ଷୟତ୍ରୀ କ୍ରିଷ୍ଣା ରାଣୀ ହୋତା, ସଂଗୀତା ବେହେରା, ସବିତା ଯାନୀ, ବିଦ୍ୟାଳୟ ପରିଚାଳନା କମିଟି ସଦସ୍ୟା ଭୂମିସିଂ ଠାକୁର, ଗୀତାଞ୍ଜଳି ମାଝୀ ଓ ସାମ୍ବାଦିକ ନିରଞ୍ଜନ ଗଉଡ଼ ପ୍ରମୁଖ ଉପସ୍ଥିତ ଥିଲେ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.