କେସିଙ୍ଗା ବିଜେପିର କାର୍ଯ୍ୟକାରିଣୀ ବୈଠକ

ଓଡ଼ିଆ ବାର୍ତ୍ତା/ କେସିଙ୍ଗା (ମଧୁସୂଦନ ଠାକୁର): ଭାରତୀୟ ଜନତା ପାର୍ଟି କେସିଙ୍ଗା ତରଫରୁ ସ୍ଥାନୀୟ ବିଦ୍ୟାମନ୍ଦିର ପ୍ରାଙ୍ଗଣରେ ନଗର କାର୍ଯ୍ଯକାରିଣୀ ବୈଠକ ଅନୁଷ୍ଠିତ ହୋଇଯାଇଛି। ନଗର ସଭାପତି ମଗନ୍ ସିନ୍ଦୁରଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉକ୍ତ କାର୍ଯ୍ୟକ୍ରମରେ ଜିଲ୍ଲା ସମ୍ପାଦକ ସନ୍ତୋଷ କୁମାର ଦାସ, କଳାହାଣ୍ଡି ଲୋକସଭା ସାଂସଦଙ୍କ କେସିଙ୍ଗା ଏନଏସି ପ୍ରତିନିଧି ଗୋବିନ୍ଦ ବାନଛୋର, ବିଧାୟକ ପ୍ରତିନିଧି ମନୋଜ ସାହୁଙ୍କ ସମେତ ସରିତା ସିନ୍ଦୁର, ପ୍ରଶାନ୍ତ ବାନାର୍ଜୀ, ପର୍ଶୁରାମ ସାହା, କୈଳାସ ଚନ୍ଦ୍ର ଜୈନ, ପ୍ରୀତେଶ ପଟେଲ, ପୂର୍ବତନ ଜିଲ୍ଲାପରିଷଦ ଅଧ୍ୟକ୍ଷା ନମିତା ରାଣୀ ସାହୁ, ସମସ୍ତ ମୋର୍ଚ୍ଚା ସଭାପତି ତଥା ଅନ୍ୟାନ୍ୟ କାର୍ଯ୍ୟକର୍ତ୍ତା ବୈଠକରେ ଉପସ୍ଥିତ ରହି ଆଲୋଚନାରେ ଅଂଶଗ୍ରହଣ କରିଥିଲେ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.