ଅଞ୍ଚଳ ମହାବିଦ୍ୟାଳୟ ପଦ୍ମପୁରଠାରେ କ୍ୟାମ୍ପସ ସଫେଇ କାର୍ଯ୍ୟକ୍ରମ

ଓଡ଼ିଆ ବାର୍ତ୍ତା/ ପଦ୍ମପୁର: ବରଗଡ଼ ଜିଲ୍ଲା ପଦ୍ମପୁର ସ୍ଥିତ ଅଞ୍ଚଳ ମହାବିଦ୍ୟାଳୟ ଠାରେ ‘ଭାରତର ସ୍ଵାଧୀନତା ସଂଗ୍ରାମରେ ଓଡ଼ିଶାର ଅବଦାନ ଓ ଗାନ୍ଧିଜୀଙ୍କ ପ୍ରଭାବ’ ଉପଲକ୍ଷେ ଅଧ୍ୟକ୍ଷ ଡ଼. ଲଲିତେନ୍ଦୁ ନାୟକଙ୍କ ସଭାପତିତ୍ବରେ ସମସ୍ତ ଛାତ୍ରଛାତ୍ରୀ, ଅଧ୍ୟାପକ ଅଧ୍ୟାପିକା ତଥା କର୍ମଚାରୀ ମାନଙ୍କ ଦ୍ଵାରା କ୍ୟାମ୍ପସ ସଫେଇ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଯାଇଅଛି। ଯୁବ ରେଡକ୍ରସ୍ ର ପରାମର୍ଶଦାତା ପ୍ରାଧ୍ୟାପକ ବିଦ୍ୟାଧର ଦାଶ, ଅଧ୍ୟାପକ ପ୍ରମୋଦ କୁମାର ପାଣିଗ୍ରାହୀ, ଇକୋ କ୍ଲବର ସଂଯୋଜିକା ଡ଼. ସନ୍ଧ୍ୟାରlଣି କୁଅଁର, ଜାତୀୟ ସେବା ସଂସ୍ଥାର ପ୍ରୋଗ୍ରାମ ଅଫିସର ଡ଼. ଦୁଃଖିଶ୍ୟାମ ସାହୁ, ଶ୍ରୀମତି ବୁନୀ ସାହୁ, ଅଧ୍ୟାପକ ଗଜରାଜ ପlତ୍ର, ନବକୁମାର ମିଶ୍ର, ପ୍ରଧ୍ୟାପକ ଲଲିତ ମୋହନ ପଣ୍ଡା, ଡ଼. ଭେଙ୍କଟେଶ ମେହେର, ସସ୍ମିତା ମେହେର, ସମୀର ନାଗ, ଡ଼. ପ୍ରଦୀପ କୁମାର ପଣ୍ଡା, ଭୁବନେଶ୍ୱର ବରିହା, ନିକିତା ଭୋଇ, ଡ଼. ସୁବୋଧ ତ୍ରିପାଠୀଙ୍କ ସମେତ ସମସ୍ତ ଅଧ୍ୟାପକ- ଅଧ୍ୟାପିକା ଓ କର୍ମଚାରୀ କାର୍ଯ୍ୟକ୍ରମରେ ସକ୍ରିୟ ସହଯୋଗ କରିଥିଲେ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.