ଲଗାଣ ବର୍ଷା ଯୋଗୁଁ ଜିଲ୍ଲାପାଳ କଲେ ଛୁଟି ଘୋଷଣା

ଓଡ଼ିଆ ବାର୍ତ୍ତା/ ନୂଆପଡ଼ା (ରାହୁଲ ବାଗ): ଜିଲ୍ଲାରେ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ଜିଲ୍ଲାର ସମସ୍ତ ସରକାରୀ ବେସରକାରୀ ବିଦ୍ୟାଳୟ, କଲେଜ୍ ଓ ଅଙ୍ଗନୱାଡ଼ି କେନ୍ଦ୍ରକୁ ଆଜି ୦୨/୦୮/୨୦୨୩ ବୁଧବାର ଦିନକ ପାଇଁ ଛୁଟି ଘୋଷଣା କଲେ ନୂଆପଡ଼ା ଜିଲ୍ଲାପାଳ ହେମକାନ୍ତ ସାଏ। ପ୍ରବଳ ବର୍ଷା ଯୋଗୁଁ ଜିଲ୍ଲାର ସମସ୍ତ ସରକାରୀ ବେସରକାରୀ ବିଦ୍ୟାଳୟ, କଲେଜ୍ ଓ ଅଙ୍ଗୱାଡ଼ି କେନ୍ଦ୍ରକୁ ଛୁଟି ଘୋଷଣା କରାଯାଇଛି ବୋଲି ସୂଚନା ଦେଇଛନ୍ତି ଜିଲ୍ଲାପାଳ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.