ବୃକ୍ଷରୋପଣ ସହ ଜନ୍ମଦିନ ପାଳନ 

ଓଡ଼ିଆ ବାର୍ତ୍ତା/ ଧର୍ମଗଡ (ଲବଣୀ ରାଉତ): ଧର୍ମଗଡ଼ ନିର୍ବାଚନ ମଣ୍ଡଳୀ ଯୁବ କଂଗ୍ରେସ ସଭାପତି ଗୋଲୁ ନାୟକଙ୍କ ଏକମାତ୍ର ଭଉଣୀ ନନ୍ଦିନୀ ନାଏକଙ୍କ ୧୫ତମ ଜନ୍ମ ଦିନ ଅବସରରେ ଧର୍ମଗଡ ମହିଳା ମହାବିଦ୍ୟାଳୟ ଠାରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ କରାଯାଇଛି। ଜନ୍ମ ଦିନକୁ ନିଆରା ଢଙ୍ଗରେ ପାଳନ କରିବା ପାଇଁ ସମସ୍ତଙ୍କୁ ଅନୁରୋଧ ମଧ୍ୟ କରିଥିଲେ ଗୋଲୁ ନାଏକ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.