୭୭ତମ ସ୍ବାଧୀନତା ଦିବସ: ଲାଲକିଲ୍ଲାରେ ପତାକା ଉତ୍ତୋଳନ କଲେ ପ୍ରଧାନମନ୍ତ୍ରୀ ମୋଦି

ଓଡ଼ିଆ ବାର୍ତ୍ତା/ ନୂଆଦିଲ୍ଲୀ: ଦେଶ ପାଳୁଛି ୭୭ତମ ସ୍ବାଧୀନତା ଦିବସ । ଫରଫର ହୋଇ ଉଡୁଛି ତ୍ରିରଙ୍ଗା ପତାକା । ଦେଶର ପ୍ରତିଷ୍ଠିତ ସ୍ମାରକୀସ୍ଥଳ ଗୁଡ଼ିକ ତ୍ରିରଙ୍ଗା ରଙ୍ଗରେ ଆଲୋକିତ ହୋଇଛି । ରାଜଧାନୀ ଦିଲ୍ଲୀରେ ଥିବା ସଂସଦ ଭବନ, ଇଣ୍ଡିଆ ଗେଟ୍ ଭଳି ବିଭିନ୍ନ ସ୍ଥାନରେ ସ୍ୱାଧିନତା ଦିବସ ପାଳନ ପାଇଁ ବ୍ୟାପକ ପ୍ରସ୍ତୁତି କରାଯାଇଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲାଲକିଲ୍ଲାରେ ପତାକା ଉତ୍ତୋଳନ କରିଛନ୍ତି ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.