ସ୍ବେଚ୍ଛାକୃତ ଅବସର ନେଲେ ଭିକେ ପାଣ୍ଡିଆନ

ଓଡ଼ିଆ ବାର୍ତ୍ତା/ ଭୁବନେଶ୍ୱର (ନିଲେଶ କୁମାର ନାଗ): ଆଇଏଏସ ତଥା ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭି.କେ ପାଣ୍ଡିଆନ ସ୍ବେଚ୍ଛାକୃତ ଅବସର ଗ୍ରହଣ କରିଛନ୍ତି । କେନ୍ଦ୍ର ସରକାରଙ୍କୁ ଅବସର ପାଇଁ ସେ ଆବେଦନ କରିଥିଲେ । କେନ୍ଦ୍ର ସରକାର ତାଙ୍କ ଆବେଦନକୁ ଗ୍ରହଣ କରିଛନ୍ତି । ଏନେଇ ଚିଠି ଜରିଆରେ ଅବଗତ କରିଛନ୍ତି କେନ୍ଦ୍ର ସରକାର ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.