ଓଡ଼ିଆ ବାର୍ତ୍ତା/ ସୁବର୍ଣ୍ଣପୁର (ରାଜ କିଶୋର ତ୍ରିପାଠୀ): ମଙ୍ଗଳବାର ସୁବର୍ଣ୍ଣପୁର ଜିଲ୍ଲାରେ ବିଦ୍ୟୁତ୍ ସରବରାହ ବନ୍ଦ ରହିବା ନେଇ ବିଦ୍ୟୁତ୍ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି l ପ୍ରକାଶ ଯେ ୧୩୨/୧୩୩ ଗ୍ରିଡ ମେଣ୍ଟନେନ୍ସ୍ ପାଇଁ ସକାଳ ୮ ଟା ରୁ ସନ୍ଧ୍ୟା ୬ ଟା ପର୍ଯ୍ୟନ୍ତ ବିଦ୍ୟୁତ୍ ସରବରାହ ବନ୍ଦ ହେବା ନେଇ ବିଭାଗ ପକ୍ଷରୁ ଡ଼ାକବାଜି ଯନ୍ତ୍ର ସାହାଯ୍ୟରେ ଜନସାଧାରଣଙ୍କୁ ସୂଚାଇ ଦିଆଯାଇଛି l