ବାପୁଜୀ ହାଇସ୍କୁଲ ୧୯୯୯ ମାଟ୍ରିକ ବ୍ୟାଚର ବନ୍ଧୁମିଳନ

ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ନରୋତ୍ତମ ସେଲମା): ଦୀର୍ଘ ୨୪ ବର୍ଷ ପରେ କର୍ଲାମୁଣ୍ଡା ବ୍ଲକର ରିଷିଡା ସ୍ଥିତ ବାପୁଜୀ ସରକାରୀ ଉଚ୍ଚ ବିଦ୍ୟାଳୟର ୧୯୯୯ ମାଟ୍ରିକ ବ୍ୟାଚର ପ୍ରଥମ ବନ୍ଧୁମିଳନ ଐତିହାସିକ ଶୈବପୀଠ ବେଲଖଣ୍ଡି ଠାରେ ଅନୁଷ୍ଠିତ ହୋଇଯାଇଛି। ପ୍ରଥମେ ପ୍ରଭୁ ଧବଳେଶ୍ୱରଙ୍କ ଠାରେ ପୂଜାର୍ଚ୍ଚନା ପରେ ବୈଠକ ଅନୁଷ୍ଠିତ ହୋଇଥିଲା। ପ୍ରାରମ୍ଭରେ ଇହଧାମରେ ନଥିବା ସହପାଠୀ ଓ ଶିକ୍ଷକଙ୍କ ଉଦ୍ଦେଶ୍ୟରେ ୧ମିନିଟି ନିରବ ପ୍ରାର୍ଥନା କରାଯାଇଥିଲା। ବହୁ ଦୂରଦୂରାନ୍ତରର ସହପାଠୀମାନେ ଆସି ଅଂଶଗ୍ରହଣ କରି ଛାତ୍ର ସମୟର ସ୍କୃତିଚାରଣ କରିଥିଲେ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.