ସମ୍ବଲପୁରରେ ମହାବନ୍ଦ ପାଳନ

ସମ୍ବଲପୁର, ୨୯/୧୧: ପଶ୍ଚିମ ଓଡିଶାରେ ହାଇକୋର୍ଟର ସ୍ଥାୟୀ ବେଞ୍ଚ ପାଇଁ ୪୮ ଘଣ୍ଟିଆ ବନ୍ଦ ପାଳନ କରାଯାଇଛି।

Omkar Vasthu
Omkar Vasthu

Pearl dental clinic
Near Ashish Medical Store, Bhawanipatna

କେନ୍ଦ୍ରୀୟ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ଦିଆଯାଇଥିବା ବନ୍ଦ ଡାକରାରୁ ବାଦ ପଡିନି ରେଳ ସେବା । ରେଳରୋକ କରିଛନ୍ତି ଆନ୍ଦୋଳନକାରୀ । ଫଳରେ ସମ୍ଵଲପୁର-ପୁରୀ, ସମ୍ଵଲପୁର-ରାୟଗଡ଼ା, ରାଉରକେଲା-ଭୁବନେଶ୍ବର ଇଣ୍ଟରସିଟି ଏକ୍ସପ୍ରେସକୁ ବାତିଲ କରାଯାଇଛି।

Udyog Nursery
Udyogi Nursery

ଏଥିସହ ଦୋକାନ ବଜାର, ସ୍କୁଲ, କଲେଜ, ବ୍ୟବସାୟିକ ପ୍ରତିଷ୍ଠାନ, ଯାନବାହାନ ଚଳାଚଳ ବନ୍ଦ ରହିଛି। ଫଳରେ ସାଧାରଣ ଜୀବନ ଯାତ୍ରା ବ୍ୟାହତ ହୋଇପଡିଛି। ଆନ୍ଦୋଳନ ଶୁକ୍ରବାର ପର୍ଯ୍ୟନ୍ତ ଚାଲିବ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.