କୋକସରା ଓକିଲ ସଂଘର କର୍ମକର୍ତ୍ତା ନିର୍ବାଚନ

ଓଡ଼ିଆ ବାର୍ତ୍ତା/ କୋକସରା (ହିରଣ୍ୟ ବେହେରା): ଶନିବାର କୋକସରା ବାର୍ ଆସୋସିଏସନ୍‌ର ନୂତନ କର୍ମକର୍ତ୍ତା ନିର୍ବାଚନ ଅନୁଷ୍ଠିତ ହୋଇଛି। ସଭାପତି ଭାବେ ଆଇନଜୀବୀ ମନୋଜ ନାଏକ, ସମ୍ପାଦକ ଲଲିତ ଦାସ, ସହ ସମ୍ପାଦକ ସୁଜିତ୍ କୁମାର ପଟ୍ଟନାୟକ ଓ କୋଷାଧ୍ୟକ୍ଷ ଭାବେ ପ୍ରେମଲାଲ ସିଂ ନିର୍ଦ୍ବନ୍ଦ୍ବରେ ନିର୍ବାଚନ ହେଇଛନ୍ତି। ନିର୍ବାଚନ ଅଧିକାରୀ ଭାବେ ଆଇନଜୀବୀ ଲଖିଧର ମେହେର ଦାୟିତ୍ଵ ତୁଲାଇଥିଲେ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.