ଆମପାଣି ପୋଲିସର ଫ୍ଳାଗ୍ ମାର୍ଚ୍ଚ

ଓଡ଼ିଆ ବାର୍ତ୍ତା/ ଧର୍ମଗଡ଼ (ହିରଣ୍ୟ ବେହେରା): ଆଗାମୀ ନିର୍ବାଚନକୁ ଶାନ୍ତି ଶୃଙ୍ଖଳା ସହିତ ପରିଚାଳନା କରିବା ପାଇଁ ରବିବାର ଆମପାଣି ପୋଲିସ ପକ୍ଷରୁ ଫ୍ଳାଗ୍ ମାର୍ଚ୍ଚ କରାଯାଇଛି। ଥାନା ଅଧିକାରୀ ଗଙ୍ଗାଧର ମେହେରଙ୍କ ନେତୃତ୍ଵରେ ଏଏସ୍ଆଇ ମନୋଜ ନାଏକ, ପ୍ରେମରାଜ କାଉଁର, ଝରଣା ମାଝୀ ସମେତ ପୁଲିସ କର୍ମଚାରୀ ଓ ସିଆରପିଏଫ ଜବାନ ମାନେ ଥାନା ଅଞ୍ଚଳକୁ ଯାଇ ଆଇନଶୃଙ୍ଖଳା ବଜାୟ ରଖିବା, କୌଣସି ଅସାମାଜିକ କାର୍ଯ୍ୟକଳାପରେ ଲିପ୍ତ ନ ହେବା ଏବଂ ନିର୍ବାଚନ ଆଚରଣବିଧି ନିୟମ ଉଲ୍ଲଂଘନ ନ କରିବାକୁ ଜନସାଧାରଣଙ୍କୁ ସଚେତନ କରାଯାଇଥିଲା।

Omkar Vasthu
Omkar Vasthu

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery
Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.