ଇସ୍ତଫା ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଓଡ଼ିଆ ବାର୍ତ୍ତା/ ଭୁବନେଶ୍ୱର: ମଙ୍ଗଳବାର ୨୦୨୪ ସାଧାରଣ ନିର୍ବାଚନର ଫଳାଫଳ ପ୍ରକାଶ ପାଇଛି। ଏହାସହ ଇସ୍ତଫା ଦେଲେ ବିଜେଡି ସୁପ୍ରିମୋ ତଥା ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ରାଜ୍ୟପାଳ ରଘୁବର ଦାସଙ୍କୁ ଭେଟି ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ନବୀନ ପଟ୍ଟନାୟକ। ନବୀନ ହିଞ୍ଜିଳିରୁ ଜିତିଥଲେ ମଧ୍ୟ କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳୀରୁ ପରାସ୍ତ ହୋଇଛନ୍ତି। ଏଥିସହ  ବିଜେପି ଠାରୁ ବିଜେପି ବିଧାନସଭା ନିର୍ବାଚନରେ ପରାସ୍ତ ହୋଇଛି।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.