୧୦ରେ ନୁହଁ ୧୨ରେ ସପଥ ଗ୍ରହଣ କରିବେ ଓଡ଼ିଶାର ମୁଖ୍ୟମନ୍ତ୍ରୀ! 

ଓଡ଼ିଆ ବାର୍ତ୍ତା/ ଭୁବନେଶ୍ୱର: ରାଜ୍ୟରେ ପ୍ରଥମ ଥର ପାଇଁ ଭାରତୀୟ ଜନତା ପାର୍ଟି ସରକାର ଗଠନ କରିବାକୁ ଯାଉଛି । ଏଥିପାଇଁ ଜୁନ ୧୦କୁ ତାରିଖ ଧାର୍ଯ୍ୟ ହୋଇଥିଲା । ବର୍ତ୍ତମାନ ଓଡିଶାରେ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ତାରିଖକୁ ନେଇ ନୂଆ ସୂଚନା ଆସିଛି । ମୁଖ୍ୟମନ୍ତ୍ରୀ ଏବଂ ଅନ୍ୟ ବିଧାୟକଙ୍କ ଶପଥ ଗ୍ରହଣ ପାଇଁ ଜୁନ୍ ୧୦ ତାରିଖ ଧାର୍ଯ୍ୟ ହୋଇଥିବାବେଳେ ଏବେ ଏଥିରେ ପରିତବର୍ତ୍ତନ ହୋଇଥିବା ସୂଚନା ମିଳୁଛି । ୧୦ ନୁହେଁ ବରଂ ୧୨ରେ ହେବ ଶପଥ ଗ୍ରହଣ ହେବ ବୋଲି ଶୁଣିବାକୁ ମିଳୁଛି । ତେବେ କିଏ ମୁଖ୍ୟମନ୍ତ୍ରୀ ହେବେ ସେନେଇ କିଛି ନିର୍ଦ୍ଦିଷ୍ଟ ସୂଚନା ଏଯାଏଁ ମିଳିପାରିନାହିଁ, ଯାହା ରାଜ୍ୟବାସୀଙ୍କ ପାଇଁ ସବୁଠୁ ବଡ ସସପେନ୍ସ ।

Omkar Vasthu
Omkar Vasthu

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery
Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.