ନବୀନ ପଟ୍ଟନାୟକଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ; ଶପଥ ପାଠ ସମାରୋହରେ ଯୋଗ ଦେବାକୁ କଲେ ନିମନ୍ତ୍ରଣ 

ଓଡ଼ିଆ ବାର୍ତ୍ତା/ ଭୁବନେଶ୍ୱର: ଓଡିଶାର  ବରପୁତ୍ରଙ୍କ ପ୍ରତିମୂର୍ତ୍ତିରେ ମଲ୍ୟାର୍ପଣ କରିବା ପରେ ନବୀନ ନିବାସ ଯାଇ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି ନୂଆ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଏହାସହ  ଆଜି ଜନତା ମୈଦାନରେ ହେବାକୁ ଥିବା ଶପଥ ପାଠ ସମାରୋହରେ ଯୋଗ ଦେବାକୁ କରିଛନ୍ତି ନିମନ୍ତ୍ରଣ ।  ମୁଖ୍ୟମନ୍ତ୍ରୀଙ୍କ ନିମନ୍ତ୍ରଣ ଗ୍ରହଣ କରିବା ସହ ଶପଥପାଠ କାର୍ଯ୍ୟକ୍ରମରେ ଯୋଗ ଦେବାକୁ କହିଛନ୍ତି ନବୀନ ପଟ୍ଟନାୟକ । ଏହାସହ ନବ ନିର୍ମିତ ସରକାରଙ୍କୁ ମଧ୍ୟ ଆଶୀର୍ବାଦ କରିବାକୁ ମଧ୍ୟ ପ୍ରତିଶ୍ରୁତି ଦେଇଛନ୍ତି ନବୀନ ।

Omkar Vasthu
Omkar Vasthu

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery
Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.