ଓଡ଼ିଆ ବାର୍ତ୍ତା/ ଭୁବନେଶ୍ୱର: ଆଜି ଚତୁର୍ଦ୍ଧାମୂର୍ତ୍ତିଙ୍କ ପବିତ୍ର ସ୍ନାନ ଯାତ୍ରା। ସ୍ନାନ ମଣ୍ଡପରେ ଦିବ୍ୟସ୍ନାନ କରିବେ ଶ୍ରୀଜୀଉ । ପାରମ୍ପରିକ ରୀତିନୀତିରେ ମହାପ୍ରଭୁ ୧୦୮ ଗରା ସୁବାସିତ ଜଳରେ ସ୍ନାନ କରିବେ। ଏହି ପରିପ୍ରେକ୍ଷୀରେ ବାଲୁକା ଶିଳ୍ପୀ ତଥା ପଦ୍ମଶୀ ସୁଦର୍ଶନ ପଟ୍ଟନାୟକ ବାଲୁକା କଳା ମାଧ୍ୟମରେ ସ୍ନାନପୂର୍ଣ୍ଣିମାର ଶୁଭେଚ୍ଛା ଜଣାଇଛନ୍ତି ।