ମାଣ୍ଡିଆ ପ୍ରକ୍ରିୟାକରଣ କେନ୍ଦ୍ର ଉଦଘାଟିତ

ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ନିଲେଶ କୁମାର ନାଗ): ଲାଞ୍ଜିଗଡ଼ ବଜାରପଡ଼ିଆଠାରେ ଆଜି କଳାହାଣ୍ଡି ଜିଲ୍ଲାପାଳଙ୍କ ଦ୍ୱାରା ମାଣ୍ଡିଆ ପ୍ରକ୍ରିୟାକରଣ କେନ୍ଦ୍ର ଉଦଘାଟିତ ହୋଇଯାଇଛି। ଜିଲ୍ଲାପାଳ ପି. ଅନ୍ଵେଷା ରେଡ୍ଡୀଙ୍କ ସହିତ ପିଏ ଆଇଟିଡିଏ ରାମକୃଷ୍ଣ ଗଣ୍ଡ, କେକେଡିଏର ସ୍ୱତନ୍ତ୍ର ଅଧିକାରୀ ଶରତ ଚନ୍ଦ୍ର ସାହୁ, ଲାଞ୍ଜିଗଡ଼ ବ୍ଲକ ଅଧ୍ୟକ୍ଷା କମଳା ପାତ୍ର, ଲାଞ୍ଜିଗଡ଼ ବିଡ଼ିଓ ଶଶାଙ୍କ ପାତ୍ର, କେକେଡିଏ ପ୍ରୋଗ୍ରାମ ଅଧିକାରୀ ଲମ୍ବୋଦର ପ୍ରଧାନଙ୍କ ସମେତ ବ୍ଲକସ୍ତରୀୟ ଅଧିକାରୀମାନେ ଉପସ୍ଥିତ ଥିଲେ। ସୂଚନାଯୋଗ୍ୟ, ମିଲେଟ ମିଶନ ଜରିଆରେ ଏହି ପ୍ରକ୍ରିୟାକରଣ କେନ୍ଦ୍ର ସ୍ଥାପିତ ହୋଇଥିବାବେଳେ ବାନୀଗାଁର ତିନୋଟି ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ଏହାର ପରିଚାଳନା କରିବେ ବୋଲି ଜଣାପଡିଛି।

Omkar Vasthu
Omkar Vasthu

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery
Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.