ସେବା ଜଗତ ପକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ

ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ହେମନ୍ତ ସାହୁ): କଳାହାଣ୍ଡିର ଅଗ୍ରଣୀ ସ୍ୱେଚ୍ଛାସେବୀ ଅନୁଷ୍ଠାନ ସେବାଜଗତ ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହେଇଯାଇଛି। ଏଥିରେ ସେବାଜଗତର ସଂପାଦକ ସତ୍ୟ ନାରାୟଣ ପଟ୍ଟନାୟକ ଉପସ୍ଥିତ ବୁରାଟ ଗ୍ରାମବାସୀଙ୍କୁ ବୃକ୍ଷରୋପଣର ଆବଶ୍ୟକତା, ବୃକ୍ଷ ନଷ୍ଟ ଯୋଗୁଁ ପରିବେଶରେ ଦେଖାଯାଉଥବା କମ୍ ବର୍ଷା, ଗ୍ରୀଷ୍ମର ପ୍ରକୋପ, ଅନିଦିଆ ବର୍ଷା, ଅସହ୍ୟ ତାପମାତ୍ରା ଆଦି ସଂପର୍କରେ ନିଜର ବକ୍ତବ୍ୟ ପ୍ରଦାନ କରିଥିଲେ।

Omkar Vasthu
Omkar Vasthu

ପରେ ସେବାଜଗତ କର୍ମୀ, ଓଏଲଏମ୍ ସିଆରପି ତଥା ବୁରାଟ ଗ୍ରାମବାସୀଙ୍କ ମିଳିତ ସହଯୋଗରେ ବୃକ୍ଷ ରୋପଣ କରାଯାଇଥିଲା। ସମସ୍ତ କାର୍ଯ୍ୟକ୍ରମ ପରିଚାଳନାରେ ସେବାଜଗତର କର୍ମୀମାନେ ସହଯୋଗ କରିଥିଲେ।

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery
Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.