ବିଜେପି ଆମପାଣି ମଣ୍ଡଳ ପକ୍ଷରୁ ସଫେଇ କାର୍ଯ୍ୟକ୍ରମ 

ଓଡ଼ିଆ ବାର୍ତ୍ତା/ କୋକସରା (ହିରଣ୍ୟ ବେହେରା): କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ ବଡ଼ପୋଡାଗୁଡା ଠାରେ ସୋମବାର ବିଜେପି ଆମପାଣି ମଣ୍ଡଳ ପକ୍ଷରୁ ସଫେଇ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ମଣ୍ଡଳ ସଭାପତି ଅର୍ଜୁନ ଭାଟିଙ୍କ ତତ୍ବାବଧାନରେ ବଡପୋଡାଗୁଡା ଗାନ୍ଧୀ ଛକ ସମେତ ବିଭିନ୍ନ ସ୍ଥାନରେ ଦଳର କର୍ମକର୍ତ୍ତାମାନେ ସଫେଇ କରିବା ସହ ଜନ ସାଧାରଣଙ୍କୁ ସଚେତନତା ସୃଷ୍ଟି କରିଥିଲେ।

Omkar Vasthu
Omkar Vasthu

ଏଥିରେ ମଣ୍ଡଳ ସାଧାରଣ ସମ୍ପାଦକ ସନ୍ତୋଷ ମାଝୀ, ଜିଲ୍ଲା କାର୍ଯ୍ୟକାରିଣୀ ସଦସ୍ୟ ଭଜମନ ନାଏକ, ନବ ନାଏକ, ଲିଙ୍ଗରାଜ ରାଠୋର, ପାରେଶ୍ବର ପୂଝାରୀ, ଭୁବନେ ନାଏକ, ସନ୍ତୋଷ ସିଂ ସମେତ ଯୁବକ ସଂଘର କର୍ମକର୍ତ୍ତା ମାନେ ସାମିଲ ହୋଇଥିଲେ।

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery
Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.