ଓଡ଼ିଆ ବାର୍ତ୍ତା/ ନୂଆଦିଲ୍ଲୀ: ୨୦୨୦ ଟୋକିଓ ପାରା ଅଲିମ୍ପିକ୍ସରେ ସ୍ବର୍ଣ୍ଣ ପଦକ ବିଜେତା ପାରା ବ୍ୟାଡମିଣ୍ଟନ ଖେଳାଳି ପ୍ରମୋଦ ଭଗତ ୨୦୨୪ ପ୍ୟାରିସ ପାରା ଅଲିମ୍ପିକ୍ସରେ ପ୍ରମୋଦ ଭାଗ ନେଇପାରିବେନି। ବିଶ୍ବ ବ୍ୟାଡମିଣ୍ଟନ ଫେଡେରେଶନ ୧୮ ମାସ ପାଇଁ ତାଙ୍କୁ ସସ୍ପେଣ୍ଡ କରିଥିବା ଜଣାପଡିଛି। ଡୋପିଂ ନିରୋଧୀ ନିୟମ ଉଲ୍ଲଂଘନ ଅଭିଯୋଗରେ ସେ ସସ୍ପେଣ୍ଡ ହୋଇଥିବା ଜଣାପଡ଼ିଛି।