ଢେପଗୁଡ଼ା ଠାରେ ଭାରସାମ୍ୟ ହରାଇ ଗଛକୁ ପିଟିଲା କଣ୍ଟେନର୍: ଡ୍ରାଇଭର ଗୁରୁତର

ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ନିଲେଶ କୁମାର ନାଗ): କଳାହାଣ୍ଡି ଜିଲ୍ଲା ଭବାନୀପାଟଣାଠାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ମରଣଯନ୍ତାରେ ପରିଣତ ହୋଇଛି। ଏକ ଆଲୁମିନିୟମ ବୋଝେଇ କଣ୍ଟେନର୍ ଭାରସାମ୍ୟ ହରାଇ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଏଥିରେ ଚାଳକ ଗୁରୁତର ହୋଇଥିଲେ।

Omkar Vasthu
Omkar Vasthu

ସୂଚନାଯୋଗ୍ୟ, ରାୟଗଡ଼ା ପଟୁ କଣ୍ଟେନରଟି ଝାରସୁଗୁଡ଼ା ଅଭିମୁଖେ ଯାଉଥିବା ବେଳେ ଭାରସାମ୍ୟ ହରାଇ ଢେପଗୁଡ଼ା ନିକଟରେ ଏକ ଗଛରେ ପିଟି ହୋଇ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ଡ୍ରାଇଭର ଗୁରୁତର ଆହତ ହୋଇଥିବା ବେଳେ ତାଙ୍କୁ ବିଶ୍ୱନାଥପୁର ଡାକ୍ତରଖାନାରେ ପ୍ରାଥମିକ ଚିକିତ୍ସାପରେ ପରେ ଭବାନୀପାଟଣା ଜିଲ୍ଲା ମୁଖ୍ୟ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିବା ଜଣାପଡ଼ିଛି।

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery
Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.