ରଚୁଗୁଡ଼ା, ତଳରଚୁଗୁଡ଼ା ଓ ଆମଜୋର ବିଦ୍ୟାଳୟରେ ଛବିଳ ମଧୁ ବର୍ଣ୍ଣବୋଧ ବଣ୍ଟନ

ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ନିଲେଶ କୁମାର ନାଗ): ଭବାନୀପାଟଣା ବ୍ଲକ ଅନ୍ତର୍ଗତ ସର୍ଗିଗୁଡା କ୍ଳଷ୍ଟରର ଉପର ରାଚୁଗୁଡ଼ା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, ଆମଜୋର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଓ ତଳରାଚୁଗୁଡ଼ା ପ୍ରାଥମିକ ବିଦ୍ୟାଳୟଠାରେ ଛବିଳ ମଧୁ ବର୍ଣ୍ଣବୋଧ ବଣ୍ଟନ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି।

Omkar Vasthu
Omkar Vasthu

ଏଥିରେ ସର୍ଗିଗୁଡା ସିଆରସିସି ମହମ୍ମଦ ଜାକିର ଯୋଗଦେଇ ପୁସ୍ତକଗୁଡ଼ିକୁ ପ୍ରଥମରୁ ତୃତୀୟ ଶ୍ରେଣୀରେ ପଢ଼ୁଥିବା ଛାତ୍ରଛାତ୍ରୀଙ୍କୁ ବଣ୍ଟନ କରିଥିଲେ। 

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery

ଏହି ଅବସରରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ତଥା ସହ ଶିକ୍ଷକମାନେ ଉପସ୍ଥିତ ଥିଲେ।

ସୂଚନାଯୋଗ୍ୟ ଯେ ବହିଗୁଡିକୁ ଟାଙ୍ଗୀର ସ୍ୱେଚ୍ଛାସେବୀ ପ୍ରମୋଦ ବେହେରା ନାମକ ଜଣେ ବ୍ୟକ୍ତି ଯୋଗାଇଥିବା ବେଳେ ନୋଡାଲ ସିଆରସିସି ବିଶ୍ୱଜିତ ରାଏ ସଂଯୋଜନା କରୁଛନ୍ତି।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.