ଡିସେମ୍ବର ୬ରେ ସୁବର୍ଣ୍ଣପୁର ଜିଲ୍ଲାରେ ବନ୍ଦ ରହିବ ବିଦ୍ୟୁତ୍ ସରବରାହ

ଓଡିଆ ବାର୍ତ୍ତା/ ସୁବର୍ଣ୍ଣପୁର (ରାଜ କିଶୋର ତ୍ରିପାଠୀ): ଆସନ୍ତାକାଲି ୬ ତାରିଖ ଶୁକ୍ରବାର ଦିନ ସକାଳ ୮ ଟା ରୁ ଅପରାହ୍ନ ୫ ଟା ପର୍ଯ୍ୟନ୍ତ ସୁବର୍ଣ୍ଣପୁର ଜିଲ୍ଲାରେ ବିଦ୍ୟୁତ୍ ସରବରାହ ବନ୍ଦ ରହିବା ନେଇ ଓଡିଶା ବିଦ୍ୟୁତ ଶକ୍ତି ସଞ୍ଚାରଣ ନିଗମ ଲିଃ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା ଯୋଗ୍ୟ ଯେ ୧୩୨/୩୩ କେଭି ଗ୍ରିଡର ମେଣ୍ଟନାନ୍ସ କାର୍ଯ୍ୟ ପାଇଁ ଏହି ବିଦ୍ୟୁତ୍ କାଟ ହେବା ନେଇ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.