ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ସୁମିତ କୁମାର ଅଗ୍ରୱାଲ): ଆଜି ରୁପ୍ରାରୋଡ଼ ରେଳ ଷ୍ଟେସନ୍ରେ ଏକ ମାଲବାହୀ ଟ୍ରେନରେ ନିଆଁ ଲାଗି ଯାଇଥିବା ଦେଖିବାକୁ ମିଳିଥିଲା। ନର୍ଲା ଦମକଳ ବିଭାଗ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ଅଗ୍ନିକୁ ନିୟନ୍ତ୍ରଣ କରିଥିଲେ। ଏହି ଘଟଣାରେ କୌଣସି ହାନି ହୋଇନଥିବା ଜଣାପଡିଛି।