ବୌଦ୍ଧ ଧର୍ମରେ ସରସ୍ବତୀ 

ଭାରତ ବାହାରେ ତିବ୍‌ବତ, ଚୀନ ଏବଂ ଜାପାନରେ ଦେବୀ ସରସ୍ୱତୀ ବୌଦ୍ଧଦେବୀ ଭାବେ ଜନାଦୃତ। ବୌଦ୍ଧ ଧର୍ମରେ ସେ ଭିକ୍ଷୁମାନଙ୍କୁ ସୁରକ୍ଷା ପ୍ରଦାନ କରିଥାନ୍ତି ଓ ବୁଦ୍ଧଙ୍କର ଶିକ୍ଷାକୁ ରକ୍ଷା କରିଥାନ୍ତି ବୋଲି ମାନ୍ୟତା ରହିଛି। ବୌଦ୍ଧ ଧର୍ମଶାସ୍ତ୍ର ‘ସାଧନମାଳା’ରେ ଉଲ୍ଲେଖ ଅଛି ଯେ ଦେବୀ ସରସ୍ୱତୀ ଭକ୍ତମାନଙ୍କୁ ଜ୍ଞାନ ଓ ବୁଦ୍ଧି ଦାନ କରନ୍ତି। ଏହି ଗ୍ରନ୍ଥରେ ସରସ୍ୱତୀ ଚତୁଃରୂପରେ ପୂଜିତା – ମହା ସରସ୍ୱତୀ, ବଜ୍ରବୀଣା ସରସ୍ୱତୀ, ବଜ୍ରଶାରଦା ଏବଂ ବଜ୍ର ସରସ୍ୱତୀ। 

Omkar Vasthu
Omkar Vasthu

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery
Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.