ଭାଗ୍ୟଲକ୍ଷ୍ମୀ ତିର୍ତ୍ତୋଲ କଲେଜ +୨ ବିଜ୍ଞାନ ଟପ୍ପର

ଓଡିଆ ବାର୍ତ୍ତା/ ତିର୍ତ୍ତୋଲ: ଜଗତସିଂହପୁର ଜିଲ୍ଲା ତିର୍ତ୍ତୋଲ ସ୍ଥିତ ଆଦିକବି ସାରଳା ଦାସ ମହାବିଦ୍ୟାଳୟ +୨ ବିଜ୍ଞାନରେ ଛାତ୍ରୀ ଭାଗ୍ୟଲକ୍ଷ୍ମୀ ରାଉତ ସମୁଦାୟ ୫୪୧ ନମ୍ୱର୍ ରଖି ଟପ୍ପର ହୋଇଛନ୍ତି l ମହାବିଦ୍ୟାଳୟ +୨ ବିଜ୍ଞାନରେ ୨୬୮ଜଣ ଛାତ୍ର ଛାତ୍ରୀ ପରୀକ୍ଷା ଦେଇଥିବାବେଳେ ୧୪୭ ଜଣ ପ୍ରଥମ ଶ୍ରେଣୀ, ୬୬ ଜଣ ଦ୍ଵିତୀୟ ଶ୍ରେଣୀ, ୨୧ ଜଣ ତୃତୀୟ ଶ୍ରେଣୀରେ ଉତ୍ତୀର୍ଣ୍ଣ ହୋଇଛନ୍ତି l ଟପ୍ପର ହୋଇଥିବା ଭାଗ୍ୟଲକ୍ଷ୍ମୀ ତାଙ୍କର ଏହି ସଫଳତା ପାଇଁ ଶାରଳା କୋଚିଂ ଶିକ୍ଷା କେନ୍ଦ୍ରର ମୁଖ୍ୟ ପରିଚାଳକ ଜଗନ୍ନାଥ ଦାସ (ବୁବୁଲା ସାର) ଓ ଅନ୍ୟ ଅଧ୍ୟାପକ, ଅଧ୍ୟାପିକା, ତିର୍ତ୍ତୋଲ କଲେଜର ଅଧ୍ୟାପକ ଅଧ୍ୟାପିକା ଓ ତାଙ୍କର ପିତା ମାତାଙ୍କୁ ଶ୍ରେୟ ଦେଇଛନ୍ତି l ସେ ଭବିଷ୍ୟତରେ ଜଣେ ଅଧ୍ୟାପିକା ହେବା ପାଇଁ ଲକ୍ଷ୍ୟ ରଖିଛନ୍ତି l

Omkar Vasthu
Omkar Vasthu

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery
Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.