ସଇଁତଲା କଲେଜରେ ନୂତନ ଅଧ୍ୟକ୍ଷଙ୍କ ଯୋଗଦାନ

ଓଡ଼ିଆ ବାର୍ତ୍ତା/ ସଇଁତଲା (ଗୋକୁଳା ନନ୍ଦ ବଗର୍ତ୍ତୀ): ବଲାଙ୍ଗୀର ଜିଲ୍ଲା ସଇଁତଲା ପଞ୍ଚାୟତ ସମିତି ମହାବିଦ୍ୟାଳୟରେ ଆଜି ନୂତନ ଅଧ୍ୟକ୍ଷ ଭାବେ ସରୋଜ କୁମାର ବାରିକ ଯୋଗ ଦେଇଛନ୍ତି। କଲେଜର ଅଧ୍ୟାପକ ଅଧ୍ୟାପିକା ଓ କର୍ମଚାରୀମାନେ ତାଙ୍କୁ ଭବ୍ୟ ସ୍ୱାଗତ ସମ୍ବର୍ଦ୍ଧନା ଜଣାଇଥିଲେ। କଲେଜର ସର୍ବାଙ୍ଗୀନ ଉନ୍ନତି ସହ ଛାତ୍ରଛାତ୍ରୀଙ୍କ ବିକାଶ ପାଇଁ ସବୁବେଳେ ଦୃଷ୍ଟି ଦେବୁ ବୋଲି ଅଧ୍ୟକ୍ଷ ଶ୍ରୀଯୁକ୍ତ ବାରିକ କହିଛନ୍ତି।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.