ଅଜଣା ବୃଦ୍ଧାଙ୍କ ମୃତ ଦେହ ଉଦ୍ଧାର

ଓଡ଼ିଆ ବାର୍ତ୍ତା/ ବାଲିଗୁଡା (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଟାଉନ ସ୍ଥିତ ୫୯ ନଂ. ଜାତୀୟ ରାଜପଥ କଡ଼ରେ ଥ‌ିବା ହୋଣ୍ଡା ସୋ ରୁମ୍ ନିକଟସ୍ଥ ସୁବୋଧ ଆନନ୍ଦ ସାହୁଙ୍କ ଘର ଆଗରୁ ଜଣେ ବୃଦ୍ଧାଙ୍କ ମୃତଦେହ ଠାବ କରିଛି ବାଲିଗୁଡା ପୋଲିସ l ମୃତ ବୃଦ୍ଧାଙ୍କ ପରିଚୟ ମିଳିନ ଥିବା ବେଳେ ମୃତ୍ୟୁର କାରଣ ଅସ୍ପୃଷ୍ଟ ରହିଛି l ଖବର ପାଇ ଘଟଣା ସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି l

Omkar Vasthu
Omkar Vasthu

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery
Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.