ଦୁଲକିବନ୍ଦ ଗାଁରେ ଅଷ୍ଟ ପ୍ରହର ନାମ ଯଜ୍ଞ ପାଇଁ ଭୂମି ପୁଜନ ଓ ଶୁଭଖମ୍ବ ସ୍ଥାପନ କାର୍ଯ୍ୟକ୍ରମ 

ଓଡ଼ିଆ ବାର୍ତ୍ତା/ ଜୟପାଟଣା (ଧନେଶ୍ଵର ପୁଞ୍ଜି): କଳାହାଣ୍ଡି ଜିଲ୍ଲା ବିଜମରା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଦୁଲକିବନ୍ଦ ଗ୍ରାମରେ ଅଷ୍ଟ ପ୍ରହର ନାମ ଯଜ୍ଞ ପାଇଁ ଭୁମି ପୂଜନ ଏବଂ ଶୁଭ ଖମ୍ବ ସ୍ଥାପନ କାର୍ଯ୍ୟକ୍ରମ ବୈଦିକ ବିଧି ବିଧାନରେ ଅନୁଷ୍ଠିତ ହୋଇଯାଇଅଛି। ଏ ନେଇ ଆୟୋଜିତ କାର୍ଯ୍ୟକ୍ରମରେ ଦୁଲକି ବନ୍ଦ, ମାଠିଆ ପଡା, ଡାକୁଲ ପଡା, ଗଡିଆଯୋର, ନୂଆପଡ଼ା, ବନ୍ଧ ପଡା, ଦଣ୍ଡେଇ ଖୋଲ, ଗଁଟିଆ ପଡା ଓ ଶ୍ରୀରାମ ନଗର ପଡ଼ାର ଶତାଧିକ ଶ୍ରଦ୍ଧାଳୁ ଏକତ୍ରିତ ହୋଇ ଭକ୍ତିମୟ ପରିବେଶ ସୃଷ୍ଟି କରିଥିଲେ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.