ଶତାୟୁ ବ୍ୟକ୍ତିଙ୍କ ପରଲୋକ

ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ହେମନ୍ତ ସାହୁ): କଳାହାଣ୍ଡି ଜିଲ୍ଲା ମ.ରାମପୁର ବ୍ଲକ ଗୋଛାଡେଙ୍ଗେନ ପଞ୍ଚାୟତ ବେଲୁର ଗ୍ରାମର ମହାଦେବ ମାଝୀ(୧୦୫) ଙ୍କ ପରଲୋକ ହୋଇ ଯାଇଛି । ସେ ଉକ୍ତ ଅଞ୍ଚଳର ଜଣେ ଜଣାଶୁଣା ବ୍ୟକ୍ତି ଭାବେ ସର୍ବତ୍ର ପରିଚିତ ଥିଲେ ଏବଂ ଶତାୟୁ ହୋଇ ପାରିଥିଲେ । ତାଙ୍କରି ବିୟୋଗରେ ଅଞ୍ଚଳରେ ଶୋକର ଛାୟା ଖେଳି ଯାଇଛି ।

Omkar Vasthu
Omkar Vasthu

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery
Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.