ଯୋରାଡବରାରେ ୭୭ତମ ସାଧାରଣତନ୍ତ୍ର ଦିବସ ପାଳିତ

ଓଡ଼ିଆ ବାର୍ତ୍ତା/ କର୍ଲାମୁଣ୍ଡା (ରମେଶ ଚନ୍ଦ୍ର ପୁଟେଲ): କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକ ଯୋରାଡବରା ପ୍ରାଥମିକ ବିଦ୍ୟାଳୟ, ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ତଥା ଯୁକ୍ତ ୨ ଓ ଯୁକ୍ତ ୩ ମହାବିଦ୍ୟାଳୟ ମାନଙ୍କରେ ୭୭ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି। ଯୋରାଡବରା ଗ୍ରାମପଞ୍ଚାୟତ ପରିସରରେ ସରପଞ୍ଚ ଖିତିସୂତା ସାହୁଙ୍କ ଅଧ୍ୟକ୍ଷତାରେ ମହା ସମାରୋହରେ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ନାଏବ ସରପଞ୍ଚ ପ୍ରଭାସିନୀ ସାହୁ ଏବଂ ୧୧ ଗୋଟି ଗ୍ରାମର ୱାର୍ଡ ମେମ୍ବର ଓ ସଭ୍ୟ ଯୋଗଦାନ କରିଥିଲେ

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.