ଧର୍ମପରାୟଣ ନାରାୟଣ ସାଙ୍କ ପରଲୋକ

ଓଡ଼ିଆ ବାର୍ତ୍ତା/ ସଇଁତଲା (ଗୋକୁଳା ନନ୍ଦ ବଗର୍ତ୍ତୀ): ସଇଁତଲା ବ୍ଲକ ଧରପଗଡ଼ ଗ୍ରାମ ପଞ୍ଚାୟତ ପେଣ୍ଡରାମାଲ ଗ୍ରାମର ଧର୍ମପରାୟଣ ବ୍ୟକ୍ତି ନାରାୟଣ ସାଙ୍କ ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୪ ବର୍ଷ ବୟସ ହେଉଥିଲା। ତାଙ୍କ ବିୟୋଗରେ ଅଂଚଳରେ ଶୋକର ଛାୟା ଖେଳିଯାଇଛି। ବଡ଼ ପୁଅ ଦଶମୁ ସା ମୁଖାଗ୍ନି ଦେଇଥିଲେ। ମୃତ୍ୟୁ ଶଯ୍ୟା ନିକଟରେ ତାଙ୍କର ୪ ପୁଅ, ବହୁ, ଝିଅ, ଜ୍ବାଇଁ, ଭାଇ, ନାତି, ନାତୁଣୀ, ଆତ୍ମିୟ ସ୍ବଜନ ଉପସ୍ଥିତ ଥିଲେ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.