ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ଲିଙ୍ଗରାଜ ମିଶ୍ର): ନର୍ଲା ଯାଦବ ଭବନଠାରେ ଦେଶର ୮୦ତମ ସ୍ବାଧିନତା ଦିବସ ପାଳିତ ହୋଇଯାଇଛି। ନର୍ଲା ବ୍ଳକ୍ ଯାଦବ ସମିତି ସଭାପତି ଲିଙ୍ଗରାଜ କରୁଆଁ ଜାତୀୟ ପତାକା ଉତ୍ତୋଳନ କରି ଉଦବୋଧନ ଦେଇଥିଲେ। ଏଥିରେ ଯାଦବ ସମିତିର କର୍ମକର୍ତ୍ତା ଓ ବିଶିଷ୍ଟ ଯାଦବ ନେତୃତ୍ୱମାନେ ଉପସ୍ଥିତ ଥିଲେ।





