ଶହୀଦ ରେଣ୍ଡୋ ମାଝୀଙ୍କ ୧୬୪ତମ ବଳିଦାନ ଦିବସ

ଜୁନାଗଡ,୧୦/୧୨ : କଳାହାଣ୍ଡି ମାଟିର ବୀରପୁତ୍ର ସହୀଦ ରେଣ୍ଡୋ ମାଝୀଙ୍କ ୧୬୪ତମ ସହିଦ ଦିବସ ଜୁନାଗଡ଼ ଠାରେ ଆୟୋଜିତ ହୋଇଯାଇଛି । ଏହି ଅବସରରେ ଏକ ବିରାଟ ଶୋଭାଯାତ୍ରା ସ୍ଥାନୀୟ ଗୋତିପଡା ଠାରୁ ମା ଲଙ୍କେଶ୍ୱରୀ ମନ୍ଦିର ପର୍ଯ୍ୟନ୍ତ ଯାଇଥିଲା । ଏଥିରେ ଶହ ଶହ ଆଦିବାସୀ ଯୋଗ ଦେଇଥିଲେ । ଏଥିରେ ମନ୍ତ୍ରୀ କ୍ୟାପଟେନ ଦିବ୍ୟ ଶଙ୍କର ମିଶ୍ର ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ସହୀଦ ରେଣ୍ଡୋ ମାଝୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ ।

ଜୁନାଗଡ଼ରୁ ରାକେଶ ବେମାଲଙ୍କ ରିପୋର୍ଟ odiabarta.in

୪x୭ ଖବର ଓ ବିଚାର ସୂଚନା ପାଇବା ପାଇଁ ଏଠି ଛୁଅଁଁନ୍ତୁ

http://bit.ly/OBgroup3

ଆମ ଫେସବୁକ୍ ପେଜ୍ ଲାଇକ୍ କରନ୍ତୁ

https://facebook.com/odiabarta

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.