ନର୍ଲା ପ୍ରେସ କ୍ଲବର ନୂତନ କର୍ମକର୍ତ୍ତା ଚୟନ

କଳାହାଣ୍ଡି,୨୪/୧୨ : ନର୍ଲା ଜଗନ୍ନାଥ ମନ୍ଦିର ପ୍ରାଙ୍ଗଣରେ ଆଜି ନର୍ଲା ପ୍ରେସ କ୍ଲବର ସାଂଗଠୈନିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ସଂଘର ସଭାପତି ଥବିରାମ ବୁଦ୍ଧିଆଙ୍କ ସଭାପତିତ୍ବରେ ଆୟୋଜିତ ବୈଠକରେ ସର୍ବସମ୍ମତି କ୍ରମେ ନୂତନ ପରିଚାଲନା କମିଟି ଗଠନ କରାଯାଇଥିଲା । ଏଥିରେ ସଭାପତି ଭାବେ ଦୀପକ କୁମାର ଠାକୁର, ସାଧାରଣ ସଂପାଦକ ଅଜୟ କୁମାର ସେନାପତି, ଉପ ସଭାପତି ସୁଶାନ୍ତ କୁମାର ଚାନ୍ଦ ଓ ଭିକାରୀ ଗଉଡ, ଯୁଗ୍ମ ସଂପାଦକ ନିରଞ୍ଜନ ଗୌଡ ଏବଂ କୋଷାଧ୍ୟକ୍ଷ ଭାବେ ପ୍ରଦୀପ କୁମାର ଗୌଡ ନୂତନ ଦାଇତ୍ବ ଗ୍ରହଣ କରିଥିଲେ । ଧନ୍ୟବାଦ ଅର୍ପଣ କରିଥିଲେ ଜିତୁ ସାହୁ ।

ସ୍ବତନ୍ତ୍ର ପ୍ରତିନିଧି ନିରଞ୍ଜନ ଗୌଡଙ୍କ ରିପୋର୍ଟ odiabarta.in

_________________________________________

୪x୭ ଖବର ଓ ବିଚାର ସୂଚନା ପାଇବା ପାଇଁ ଏଠି ଛୁଅଁଁନ୍ତୁ

http://bit.ly/OBgroup3

ଆମ ଫେସବୁକ୍ ପେଜ୍ ଲାଇକ୍ କରନ୍ତୁ

https://facebook.com/odiabarta

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.