ବ୍ରେକିଂ : ମହିଚଳା ମଣ୍ଡି ନିକଟରେ ଦୁର୍ଘଟଣା, ଜଣେ ମୃତ ଅନ୍ୟ ଜଣେ ଗୁରୁତର

ଜୁନାଗଡ,୧୬/୧ : କଳାହାଣ୍ଡି ଜିଲ୍ଲା ଜୁନାଗଡ ବ୍ଲକ ମହିଚଳା ମଣ୍ଡି ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ହୋଇଛି । ଘଟଣା ସ୍ଥଳରେ ଜଣେ ଆଖି ବୁଜିଥିବାବେଳେ ଅନ୍ୟଜଣଙ୍କ ଅବସ୍ଥା ସଂକଟାପର୍ଣ୍ଣ ରହିଛି । ସୂଚନା ଅନୁସାରେ ସ୍କୁଟିରେ ଯାଉଥିବା ବେଳେ ଏମାନେ ଭାରସମ୍ୟ ହରାଇ ରାସ୍ତା କଡରେ ଥିବା ଲୁହା ବାଡ଼ରେ ପିଟିହୋଇ ଦୁର୍ଘଟଣାର ସମ୍ମୁଖିନ ହୋଇଛନ୍ତି । ମୃତ ବ୍ୟକ୍ତି ଓ ଆହତ ଭବାନୀପାଟଣାର ବୋଲି ଜଣା ପଡିଥିଲେ ମଧ୍ୟ ଏମାନଙ୍କ ସଂପୂର୍ଣ୍ଣ ପରିଚୟ ମିଳି ପାରିନାହିଁ ।

ଜୁନାଗଡ଼ରୁ ରାକେଶ ବେମାଲଙ୍କ ରିପୋର୍ଟ odiabarta.in

୨୪x୭ ଖବର ଓ ବିଚାର ସୂଚନା ପାଇବା ପାଇଁ ଏଠି ଛୁଅଁଁନ୍ତୁ

http://bit.ly/OBgroup3

ଆମ ଫେସବୁକ୍ ପେଜ୍ ଲାଇକ୍ କରନ୍ତୁ

https://facebook.com/odiabarta

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.