ମୁହାଁ ମୁହିଁ ବାଇକ ଧକ୍କା : ଦୁଇ ମୃତ, ଦୁଇ ଗୁରୁତର

ମର୍ମନ୍ତୁଦ ସଡକ ଦୁର୍ଘଟଣା : ଚାଲିଗଲା ଦୁଇଟି ଅମୂଲ୍ୟ ଜୀବନ

କଳାହାଣ୍ଡି,୨୬/୨ : ମ.ରାମପୁର ଥାନା ତୁଜୁଙ୍ଗ ରାସ୍ତା ଫପ୍ସି ଛକ ଠାରେ ଆଜି (ବୁଧବାର) ରାତି ପ୍ରାୟ ୯.୩୦ରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଦୁଇ ଜଣଙ୍କ ମୃତ୍ୟୁ ହେଇଥବା ଜଣାଯାଇଛି । ମୃତକ ମାନେ ହେଲେ ମ.ରାମପୁର କଲେଜ ପଡାର ସନ୍ତୋଷ ଡାକୁଆ(୩୭) ଓ ରାଣୀପଟା ର ପ୍ରସନ୍ନ ମାଝୀ । ଅନ୍ୟଦୁଇ ଗୁରୁତରଙ୍କୁ ଭବାନୀପାଟଣା ଜିଲ୍ଳା ମୁଖ୍ୟ ଡାକ୍ତର ଖାନାକୁ ସ୍ଥାନାନ୍ତର କରାଯାଇଛି ।

କଳାହାଣ୍ଡିରୁ ହେମନ୍ତ ସାହୁଙ୍କ ରିପୋର୍ଟ OdiaBarta.in

_________________________________________

୨୪x୭ ଖବର ଓ ବିଚାର ସୂଚନା ପାଇବା ପାଇଁ ଏଠି ଛୁଅଁଁନ୍ତୁ

http://bit.ly/OBgroup3

ଗୁଗଲ୍ କ୍ରୋମ୍’ରେ odiabarta.in ଖୋଲି ଲାଲ୍ ବେଲ୍ ବଟନ୍’ରେ ଛୁଅଁଁନ୍ତୁ ଓ ନୋଟିଫିକେସନ୍ ସବସ୍କ୍ରାଇବ୍ କରନ୍ତୁ

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.