ଆଉ ଦୁଇ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୯/୪: ଓଡ଼ିଶାରେ ଆଉ ଦୁଇଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିସହ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୪୪ରେ ପହଂଚିଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। 

ଆକ୍ରାନ୍ତଙ୍କ ମଧ୍ୟରୁ ଜଣେ ଢେଙ୍କାନାଳ ଜିଲ୍ଲାର ୫୧ବର୍ଷୀୟ ମହିଳା ହୋଇଥିବା ବେଳେ ଆଉଜଣେ ହେଉଛନ୍ତି ପଶ୍ଚିମବଙ୍ଗ ମେଦିନୀପୁର ଅଞ୍ଚଳର ୬୯ବର୍ଷୀୟ ବୃଦ୍ଧ।


Click here to get 24×7 News & Views alerts👇🏻

http://bit.ly/OBgroup4

Follow us on Twitter👇🏻

https://twitter.com/odiabarta

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.