ଓଡିଶାରେ ଆଉ ଜଣେ କରୋନା ଆକ୍ରାନ୍ତ ହାରିଲେ ପ୍ରାଣ, ମୃତ୍ୟୁ ସଂଖ୍ୟା ୨ରେ ପହଞ୍ଚିଲା

ଭୁବନେଶ୍ବର,୬/୫: ରାଜ୍ୟରେ ପୁଣି ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ନେଇ ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ମୃତ ବ୍ୟକ୍ତି ଜଣକ ଭୁବନେଶ୍ବର ମଧୁସୂଦନ ନଗରର ବାସିନ୍ଦା । ତାଙ୍କ ବୟସ ୭୭ ବର୍ଷ ଏବଂ ସେ ମଧୁମେହ, ଉଚ୍ଚ ରକ୍ତଚାପ, କିଡନୀ ଆଦି ରୋଗରେ ପିଡିତ ଥିଲେ । ତାଙ୍କ ଠାରେ କୋଭିଡ୍ ପଜିଟିଭ ଚିହ୍ନଟ ହୋଇଥିଲା । ଗତକାଲି କିମ୍ସରେ ତାଙ୍କର ମୃତ୍ୟୁ ହୋଇଛି ।

 

Click here to get 24×7 News & Views alerts👇🏻

http://bit.ly/OBgroup4

Like us on Facebook👇🏻

https://facebook.com/odiabarta

Follow us on Twitter👇🏻

https://twitter.com/odiabarta

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.