ବଢିଲା ଅଙ୍ଗନୱାଡ଼ି କର୍ମୀଙ୍କ ଦରମା

ଭୁବନେଶ୍ୱର: ଅଙ୍ଗନୱାଡ଼ି କର୍ମୀଙ୍କ ଦରମା ବୃଦ୍ଧି ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ଅଙ୍ଗନୱାଡ଼ି କର୍ମୀଙ୍କ ଦରମା ୬,୦୦୦ ଟଙ୍କାରୁ ୭,୫୦୦ ଟଙ୍କା, ମିନି ଅଙ୍ଗନୱାଡ଼ି କର୍ମୀଙ୍କ ଦରମା ୪,୧୨୫ ଟଙ୍କାରୁ ୫,୩୭୫ ଟଙ୍କାକୁ ବୃଦ୍ଧି କରାଯାଇଛି। ସେହିପରି ଅଙ୍ଗନୱାଡ଼ି ହେଲପରଙ୍କ ଦରମା ୩,୦୦୦ ଟଙ୍କାରୁ ୩,୭୫୦ ଟଙ୍କାକୁ ବୃଦ୍ଧି କରାଯାଇଛି।

For latest news & updates, click on bell button and subscribe to notifications.

Like us on Facebook👇

http://facebook.com/odiabarta

Subscribe us on Youtube👇

http://tiny.cc/odiabarta

 

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in

Leave a Reply

Your email address will not be published. Required fields are marked *

error: You are not allowed to copy this content. Thank you.