ବିଧବା ବୃଦ୍ଧାଙ୍କ ଶବ ଉଦ୍ଧାର : ହତ୍ୟା ସନ୍ଦେହ

ନର୍ଲା,୨୮/୬: କଳାହାଣ୍ଡି ଜିଲ୍ଲା ନର୍ଲା ଥାନା ପିପଲପଦର ଗାଁରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି ।  ପିପଲପଦର ଶାଖା କେନାଲରେ ଉକ୍ତ ଗ୍ରାମର ବିଧବା ମହିଳା ମୁଥିଲା ମହାନନ୍ଦ(୫୫)ଙ୍କ ମୃତ ଦେହ ଉଦ୍ଧାର ହୋଇଛି । ତାଙ୍କୁ ହତ୍ୟା କରାଯାଇଥିବା ପରିବାର ପକ୍ଷରୁ ଅଭିଯୋଗ ହୋଇଛି । ଘଟଣା ସ୍ଥଳରେ ନର୍ଲା ପୋଲିସ ପହଞ୍ଚି ଶବ ଜବତ କରିବା ସହ ବ୍ୟବଚ୍ଛେଦ ପାଇଁ ମ.ରାମପୁର ପଠାଇଦେଇ ଅଧିକ ତଦନ୍ତ ଜାରି ରଖିଥିବା ଜଣାପଡିଛି ।

Omkar Vasthu
Omkar Vasthu
ନର୍ଲାରୁ ନିରଞ୍ଜନ ଗୌଡଙ୍କ ରିପୋର୍ଟ OdiaBarta.in

Pearl dental clinic
Near Ashish Medical Store, Bhawanipatna

Click here to get 24×7 News & Views alerts👇🏻

Udyog Nursery
Udyogi Nursery

http://bit.ly/OBgroup4

Like us on Facebook👇🏻

https://facebook.com/odiabarta

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.