ସିହିନ ଗ୍ରାମ ପଞ୍ଚାୟତ ଠାରେ ପିଠା କାର୍ଯ୍ୟକ୍ରମ 

ଟିଟିଲାଗଡ,୧୬|୦୧: ଟିଟିଲାଗଡ ବ୍ଲକ ଅନ୍ତର୍ଗତ ସିହିନ ଗ୍ରାମ ପଞ୍ଚାୟତ ଠାରେ ଆଜି ସ୍ଥାନୀୟ ସରପଞ୍ଚ ଶ୍ରୀଯୁକ୍ତ ବିରବର ସାହୁଙ୍କ ସଭାପତିତ୍ବରେ ଦ୍ବିତୀୟ ପର୍ଯ୍ୟାୟ ପିଠା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଟିଟିଲାଗଡ ବିଧାୟିକା ଶ୍ରୀମତୀ ଟୁକୁନୀ ସାହୁ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ଟିଟିଲାଗଡ ବ୍ଲକ ଅଧ୍ୟକ୍ଷା ଶ୍ରୀମତୀ ରମାକାନ୍ତୀ ପୁଟେଲ ଯୋଗଦାନ କରିଥିଲେ ।

Omkar Vasthu
Omkar Vasthu

ଏହି ଅବସରରେ ବିଧାୟିକା ଶ୍ରୀମତୀ ସାହୁ ସରକାରଙ୍କ ବିଭିନ୍ନ ଯୋଜନା ଗୁଡିକ ବିଷୟରେ ଲୋକ ମାନଙ୍କୁ ଅବଗତ କରାଇଥିଲେ ଏବଂ ମିସନ ଶକ୍ତି ଯୋଜନାରେ ସିହିନି ଗ୍ରାମ ପଞ୍ଚାୟତର ସ୍ବୟଂ ସହାୟକ ଗୋଷ୍ଠୀ ମାନଙ୍କୁ ୧୫୦୦୦ ଟଙ୍କା ଲେଖାଏଁ ବଣ୍ଟନ କରିବା ସହିତ ସୁନେତ୍ର ଯୋଜନାରେ ବୃଦ୍ଧ ମାନଙ୍କୁ ଚଷମା, ଆମ ଏଲଇଡି ଯୋଜନାରେ ପ୍ରଥମ ପର୍ଯ୍ୟାୟ ହିତାଧିକାରୀଙ୍କୁ  ବଲ ଓ ରାସନ କାର୍ଡ୍ ରୁ ବଞ୍ଚିତ ଥିବା ହିତାଧିକାରୀ ମାନଙ୍କୁ ରାସନ କାର୍ଡ ବଣ୍ଟନ କରିଥିଲେ । ଏହି କାର୍ଯ୍ୟକ୍ରମରେ ପଞ୍ଚାୟତର ସ୍ବୟଂ ସହାୟକ ଗୋଷ୍ଠୀ, ୱାର୍ଡ ସଭ୍ୟସଭ୍ୟା, ଅଙ୍ଗନୱାଡି କର୍ମୀ ତଥା ଅନ୍ୟାନ୍ୟ ଶତାଧିକ ଜନସାଧାରଣଙ୍କ ସମାଗମ ହୋଇଥିଲା ।

Pearl dental clinic
Near Ashish Medical Store, Bhawanipatna

ଟିଟିଲାଗଡ ରୁ ଭିଷ୍ମସେନ୍ ମହାକୁରଙ୍କ ରିପୋର୍ଟ odiabarta.in

Udyog Nursery
Udyogi Nursery

For latest news & views update

Click on bell button and subscribe to notifications.

Like us on facebook

http://facebook.com/odiabarta

Subscribe us on youtube

http://youtube.com/channel/UCdoWrXFOsGOd7dzWwMFwFrQ

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in

Leave a Reply

Your email address will not be published. Required fields are marked *

error: You are not allowed to copy this content. Thank you.