ଗଜବାହାଲ ପଞ୍ଚାୟତରେ ଦ୍ୱିତୀୟ ପର୍ଯ୍ୟାୟ ପିଠା କାର୍ଯ୍ୟକ୍ରମ

କଳାହାଣ୍ଡି: କର୍ଲାମୁଣ୍ଡା ବ୍ଲକର ଗଜବାହାଲ ଗ୍ରାମ ପଞ୍ଚାୟତ ହାଇସ୍କୁଲ ଖେଳ ପଡିଆଠାରେ ଦ୍ୱିତୀୟ ପର୍ଯ୍ୟାୟ ପିଠା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ସରପଞ୍ଚ ଶ୍ରୀମତୀ ପୂଜା ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ଯକ୍ରମରେ ପି.ଇ.ଓ ପାର୍ଥସାରଥୀ ରଣା, ଭି.ଏ.ଡବ୍ଲ୍ୟୁ ପିତାମ୍ବର ମାଝୀ, ଗ୍ରାମ ପଞ୍ଚାୟତର ୱାର୍ଡ ସଭ୍ଯ, ଅଙ୍ଗନବାଡ଼ି କର୍ମୀ, ଆଶା ପ୍ରମୁଖ ଉପସ୍ଥିତ ଥିଲେ।

Omkar Vasthu
Omkar Vasthu

କାର୍ଯ୍ୟକ୍ରମରେ ନୂତନ ହିତାଧିକାରୀମାନଙ୍କୁ ରାସନ କାର୍ଡ, ଭତ୍ତା, ଚଷମା ସହିତ ଏଲ୍.ଇ.ଡି ବଲବ୍ ବଣ୍ଟନ କରାଯାଇଥିଲା। ବିଭିନ୍ନ ସ୍ୱୟଂସହାୟକ ଗୋଷ୍ଠୀ ଦ୍ଵାରା ପ୍ରସ୍ତୁତ ପିଠା ବଣ୍ଟନ କରାଯାଇଥିଲା। ସଭାସ୍ଥଳରେ ଶହ ଶହ ଜନସାଧାରଣ ଉପସ୍ଥିତ ରହି ଯୋଜନା ସମ୍ବନ୍ଧରେ ସଚେତନ ହୋଇଥିଲେ।

Pearl dental clinic
Near Ashish Medical Store, Bhawanipatna

 

Udyog Nursery
Udyogi Nursery

For latest news & updates, click on bell button and subscribe to notifications.

Like us on Facebook👇

http://facebook.com/odiabarta

Subscribe us on Youtube👇

http://tiny.cc/odiabarta

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in

Leave a Reply

Your email address will not be published. Required fields are marked *

error: You are not allowed to copy this content. Thank you.