ଓଡ଼ିଶା ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ କରୋନା ପଜିଟିଭ ଚିହ୍ନଟ, ଶିଘ୍ର ଆରୋଗ୍ୟ କାମନା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର: ଓଡ଼ିଶାର ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ରାଜ୍ୟପାଳଙ୍କ ବ୍ୟତୀତ ତାଙ୍କର ପତ୍ନୀ ଓ ପରିବାରର ଅନ୍ୟ ଚାରି ସଦସ୍ୟ ମଧ୍ୟ କରୋନା ସଂକ୍ରମିତ ହୋଇଥିବା ଜଣାପଡିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟପାଳଙ୍କ ଶିଘ୍ର ଆରୋଗ୍ୟ କାମନା କରିଛନ୍ତି।

 

ହିନ୍ଦୀରେ ଏହି ଖବର ପଢିବା ପାଇଁ ଏଠାରେ କ୍ଲିକ୍ କରନ୍ତୁ

Like us on Facebook👇🏻

https://facebook.com/odiabarta

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.