ବିନା ଭକ୍ତରେ ହେବ ଧବଳେଶ୍ଵର ପୀଠର ବଡ଼ଓଷା

କଟକ: ଧବଳେଶ୍ବର ପୀଠରେ ବଡଓଷା ନେଇ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛ। କୋଭିଡ୍ କଟକଣାକୁ ଦୃଷ୍ଟିରେ ରଖି ଏବର୍ଷ ବିନା ଭକ୍ତରେ ବଡ଼ଓଷା ପାଳିତ ହେବ। ବୈଠକ ପରେ ଉପଜିଲ୍ଲାପାଳ ଅଜାମ୍ବର ମହାନ୍ତି ସୂଚନା ଦେଇଛନ୍ତି ଯେ, କୋଭିଡ୍ ନିୟମ ମାନି ମନ୍ଦିରର ସମସ୍ତ ନୀତିକାନ୍ତି କରାଯିବ। ବଡଓଷା ଦିନ ଧବଳେଶ୍ବର ପୀଠର ଆଖପାଖରେ ୧୪୪ ଧାରା ଜାରି ହେବ।

Omkar Vasthu
Omkar Vasthu

Pearl dental clinic
Near Ashish Medical Store, Bhawanipatna

Click here to Like us on Facebook👇🏻

Udyog Nursery
Udyogi Nursery

https://facebook.com/odiabarta

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.