Breaking: ଇଲେକ୍ଟ୍ରିକାଲ ଓ ହାର୍ଡୱେର ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

କଳାହାଣ୍ଡି, (ନିରଞ୍ଜନ ଗଉଡ): ନର୍ଲା ବସଷ୍ଟାଣ୍ଡ ସ୍ଥିତ ‘ହନୁମାନ ଏଣ୍ଟରପ୍ରାଇଜେସ’ ଇଲେକଟ୍ରିକାଲ ଓ ହାର୍ଡୱେର ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଯୋଗୁଁ ବ୍ୟାପକ କ୍ଷୟ କ୍ଷତି ହୋଇଥିବା ଜଣାପଡିଛି।

ଘଟଣା ସ୍ଥଳରେ ନର୍ଲା ଓ ଏମ. ରାମପୁର ଦମକଳ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତରେ ଆଣିବା ପାଇଁ ଚେଷ୍ଟା ଚଳାଇଛନ୍ତି। ଅଗ୍ନିକାଣ୍ଡର କାରଣ ବର୍ତମାନ ପର୍ଯ୍ୟନ୍ତ ଅସ୍ପଷ୍ଟ ରହିଛି।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.